ରିପୋର୍ଟ କାର୍ଡ / କଟକ
ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତିରାଜ ଖୋସଲାଙ୍କ ପରଲୋକ ହୋଇଛି । କଟକ ଏସ୍ସିବି ସ୍ଥିତ କୋଭିଡ୍ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ବୟସ ହୋଇଥିଲା। ତାଙ୍କ ଦେହାନ୍ତ ନେଇ ଶାନ୍ତିରାଜଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। କିଛିଦିନ ତଳେ ସେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଅଧିକ ଅସୁସ୍ଥ ହେବାରୁ ତାଙ୍କୁ ଏସିବି କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ପରଲୋକରେ ଓଲିଉଡ୍ ଜଗତରେ ଶୋକର ଛାୟା ଖେଳି ଯାଇଛି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..