ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ | ଅପରାହ୍ନ ୪ ଟାରେ ବିଜ୍ଞାନ ଓ ବାଣିଜ୍ୟର ଫଳାଫଳ ପ୍ରକାଶ ପାଇବ | ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି | କଳା ରେଜଲ୍ଟ ବାହାରିବା ପାଇଁ ଆଉ ଗୋଟାଏ ସପ୍ତାହ ଲାଗିବା ନେଇ ଶିକ୍ଷା ମନ୍ତ୍ରୀ କହିଛନ୍ତି |
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..