ରିପୋର୍ଟ କାର୍ଡ / ଭୁବନେଶ୍ୱର
ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଛନ୍ତି। ଏହି ବିଜୟ ସହ ଝାରସୁଗୁଡ଼ାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଛନ୍ତି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..