ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ବସିବ ମନ୍ତ୍ରୀ ପରିଷଦ ବୈଠକ। ସନ୍ଧ୍ୟା ୫ ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଏହି ବୈଠକରେ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହୋର ବାଜିପାରେ। କିଛି ନୂଆ ଯୋଜନା କାର୍ଯ୍ୟକରୀ ଉପରେ ମଧ୍ୟ ହୋଇପାରେ ଆଲୋଚନା । ବିଧାନସଭା ଅଧବେଶନ ପୂର୍ବରୁ ଏହି ବୈଠକ ବେଶ୍ ଗୁରୁତ୍ୱପୂର୍ଣ୍ଣ ହୋଇପାରେ |
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..