ରିପୋର୍ଟ କାର୍ଡ / ଭୁବନେଶ୍ବର
ବର୍ଷ ୨୦୨୩ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା ହୋଇଛି। ବିଶିଷ୍ଟ କବି ଆଶୁତୋଷ ପରିଡ଼ା ପାଇବେ ଏହି ସମ୍ମାନଜନକ ପୁରସ୍କାର। ସ୍ବରଚିତ କବିତା ସଂକଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର-୨୦୨୩ ପ୍ରଦାନ କରାଯିବ। ବୁଧବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଏନେଇ ଘୋଷଣା କରାଯାଇଛି।






More Stories
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..