ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବଜେଟ ଅଧିବେଶନ ଆରମ୍ଭ ହେଉ ହେଉ ବୁଧବାର ଯାଏଁ ମୁଲତବୀ ଘୋଷଣା ହୋଇଛି | ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କ ଅଭିଭାଷଣ ପରେ ଗୃହ ମୁଲତବୀ ରହିଛି | ଗୃହର ସଦସ୍ୟ ତଥା ମନ୍ତ୍ରୀ ଦିଂବଗତ ନବ କିଶୋର ଦାସଙ୍କ ସମ୍ମାନରେ ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିବା ପାଇଁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଘୋଷଣା କରଛନ୍ତି ।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….