ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ବିଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟରେ ଷଷ୍ଠ ଦିନରେ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି | ଫଳରେ ବାଚସ୍ପତି ଗୃହକୁ ୧୧ଟା ଯାଏଁ ମୁଲତବି ଘୋଷଣା କରିଛନ୍ତି। ଜାତିଭିତ୍ତିକ ଜନଗଣନା ଦାବିରେ କଂଗ୍ରେସ ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ପାଖକୁ ଯାଇ ହୋହାଲ୍ଲା କରିଥିଲେ।
More Stories
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..
ରୋଷେୟାର ତଣ୍ଟି କାଟିଦେଲା ହେଲପର…..