ରିପୋର୍ଟ କାର୍ଡ / ଭୁବନେଶ୍ବର
ଲଗାତାର ଷଷ୍ଠ ଦିନ ହେଲା ଚାଲିପାରୁନି ବିଧାନସଭା । ଆଜିବି ବିଧାନସଭା ଆରମ୍ଭରୁ ହଟ୍ଟଗୋଳ କରିବାରୁ ଗୃହକୁ ମଧ୍ୟାହ୍ନ ୧୨ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ବିଧାନସଭା ଆରମ୍ଭରୁ ଉଭୟ ବିରୋଧୀ ଓ ଶାସକ ଦଳ ସଦସ୍ୟ ଗୃହରେ ସଦସ୍ୟମାନେ ନାରାବାଜି କରିଥିଲେ । ଏପରିକି ଶାସକ ଦଳର ସଦସ୍ୟମାନେ ନିଜ ନିଜ ଆସନରେ ଛିଡ଼ାହୋଇ ପ୍ରତିବାଦ ଜଣାଇଥିଲେ ।






More Stories
ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି…..
୪୦୦ ନିୟୁତ ତୈଳ ପଠାଇବ ଆଇଇଏ…..
IAS ସ୍ତରରେ ଅଦଳବଦଳ…..