ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭାରେ ଚିତ୍ରକୋଣ୍ଡା SDPO ଅଂଶୁମାନ ଦ୍ବିବେଦୀଙ୍କ ଗୁଣ୍ଡାରାଜ ପ୍ରସଙ୍ଗ କୁ ନେଇ ବିରୋଧୀଙ୍କ ହଟଗୋଳ | ସର୍ବଦଳୀୟ ବୈଠକରେ ବି ବାହାରିପାରିଲାନି କୌଣସି ନିଷ୍କର୍ସ । ଶେଷରେ ୪ ଟା ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି । ଖବର ଅନୁଯାୟୀ, ବିଧାନସଭାରେ ଆଜି ଚିତ୍ରକୋଣ୍ଡା SDPO ଅଂଶୁମାନ ଦ୍ବିବେଦୀଙ୍କ ଗୁଣ୍ଡାରାଜ ପ୍ରସଙ୍ଗ ଉଠିଥିଲା । ଉଭୟ ବିରୋଧୀ ବିଜେପି ଏବଂ କଂଗ୍ରେସ ସଦସ୍ୟ ଗୃହରେ ହଟ୍ଟଗୋଳ ସହ ନାରାବାଜି କରିଥିଲେ । ଯାହାଫଳରେ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ । କିନ୍ତୁ ସର୍ବଦଳୀୟ ବୈଠକରେ କୌଣସି ନିଷ୍କର୍ସ ବାହାରିପାରିନଥିଲା ।ଶେଷରେ ବାଚସ୍ପତି ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି ।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….