ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ହଟଗୋଳ ଦେଖିବାକୁ ମିଳିଛି | ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ ମାଟ୍ରିକ ପ୍ରଶ୍ନ ପତ୍ର ଲିକ ଘଟଣାରେ ଗୃହ ମଧ୍ୟଭାଗକୁ ଆସି ହୋହାଲ୍ଲା କରିଥିଲେ | ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିକରିଥିଲେ | ଏହା ପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି |
More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..