ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିନ। ଗତକାଲି ଭଳି ଆଜି ମଧ୍ୟ ଚାଲି ପାରି ନାହିଁ ଗୃହ। ଆଜି ବି ଆଦିବାସୀଙ୍କ ଜମି କିଣା ବିକା ପ୍ରସଙ୍ଗରେ ଗୃହ କମ୍ପିଛି । ବିଧାନସଭା ପ୍ରଶ୍ନକାଳରେ ବିରୋଧୀ ହଟ୍ଟଗୋଳ ଓ ହୋହଲ୍ଲା ସହ ନାରାବାଜି କରିଥିଲେ । ଗୃହରେ ସ୍ୱତନ୍ତ୍ର ଆଲୋଚନା ଦାବି କରି ବିରୋଧୀ ହୋହଲ୍ଲା କରିଛନ୍ତି। ଏହାପରେ ଗୃହକୁ ଅପରାହ୍ଣ ୪ଟା ଯାଏଁ ବାଚସ୍ପତି ପ୍ରମିଳା ମଲ୍ଲିକ ମୁଲତବୀ ଘୋଷଣା କରିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..