ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା ଦେଖା ଦେଇଛି। ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗରେ କଂଗ୍ରେସର ପ୍ରତିବାଦ ଫଳରେ ସ୍ୱଭାବିକ ଭାବେ ଗୃହ ଚାଲି ପାରି ନାହିଁ। କଳା ପୋଷାକ ପିନ୍ଧି ଗୃହ ମଧ୍ୟ ଭାଗକୁ ଆସି ନାରାବାଜି କରିଛନ୍ତି କଂଗ୍ରେସ ବିଧାୟକ । ୧୦ଟା ୩୧ରୁ ଅପରାହ୍ନ ୪ଟା ଯାଏଁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ମୁଲତବି ଘୋଷଣା କରିଛନ୍ତି।






More Stories
ଦେବାଶିଷଙ୍କ ପ୍ରାର୍ଥିପତ୍ର କାଏମ୍…..
ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ…..
ଆସୁଛି ବଡ଼ ବର୍ଷା: ଓଡ଼ିଶାରେ ୧୧ରୁ…..