Report Card Odisha

| Daily Odia News

ବିଧାନସଭାର ମୌସୁମୀ ଅଧିବେଶନ…..

ରିପୋର୍ଟ କାର୍ଡ/ ଭୁବନେଶ୍ବର 

ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ୨୨ରୁ ବିଧାନସଭା ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ। ଏହାସହ ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବାର କାର୍ଯ୍ୟକ୍ରମ ରହିଛି।

Breaking News