ବଡ଼ ଖବର ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ….. Report Card Bureau August 31, 2023 ରିପୋର୍ଟ କାର୍ଡ/ ଭୁବନେଶ୍ବର ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ୨୨ରୁ ବିଧାନସଭା ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ। ଏହାସହ ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବାର କାର୍ଯ୍ୟକ୍ରମ ରହିଛି।Post navigationPrevious ଆଜି ଉତ୍କେଲାରୁ ଉଡ଼ିବ ବିମାନ…..Next କଏଦୀଙ୍କ ଦେହରେ ଲାଗିବ ଜିପିଏସ୍……Leave a Reply Cancel replyYour email address will not be published. Required fields are marked *Comment *Name * Email * Website Save my name, email, and website in this browser for the next time I comment. More Stories ଦେଶ ବିଦେଶ ବଡ଼ ଖବର ରାଜ୍ୟ ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ….. October 12, 2026 Report Card Bureau ଅପରାଧ ଆମ ସହର ରାଜ୍ୟ ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ….. October 12, 2026 Report Card Bureau 1 min read ରାଜ୍ୟ ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ….. October 12, 2026 Report Card Bureau
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..