ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ବଜେଟ୍ ଅଧିବେଶନର ଆଜି ତୃତୀୟ ଦିନ । ସରକାରୀ ଦଳ ଓ ବିରୋଧୀ ଦଳ ମୁହାଁମୁହିଁ ହୋଇଛନ୍ତି। ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ନେଇ ବିରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି। ଏହାକୁ ନେଇ ଆଜି ବି ଗୃହରେ ମୁହାଁମୁହିଁ ହୋଇପାରନ୍ତି ଶାସକ ଓ ବିରୋଧୀ। ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ତୃତୀୟ ଦିନରେ କୃଷି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ , ଶକ୍ତି ଭଳି ବିଭିନ୍ନ ବିଭାଗ ଉପରେ ଆଲୋଚନା ହୋଇପାରେ।





More Stories
ରାଜ୍ୟସଭା ନିର୍ବାଚନ ବିଗୁଲ୍ !…..
୧୩ରେ ରାଜ୍ୟ କ୍ୟାବିନେଟ୍…..
୧୩ରେ ରାଜ୍ୟ କ୍ୟାବିନେଟ୍……