ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି ଓଡ଼ିଶା ନବ ନିର୍ମାଣ ଯୁବ ଛାତ୍ର ସଂଗଠନ | ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ଅପରାଧୀଙ୍କୁ ଧରିବାରେ ପୋଲିସର ବିଫଳତା ଓ ଆନ୍ଦୋଳନରତ ତାଙ୍କ ମା’ଙ୍କ ଉପରେ ପୋଲିସର ବର୍ବରତା ପ୍ରତିବାଦରେ ଓଡ଼ିଶା ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଆସନ୍ତା ୧୯ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି । ଏହି ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସ ପୂର୍ଣ୍ଣ ସମର୍ଥନ କରିବ | ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଏକ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..