ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ସକାଳେ ଯାଜପୁର ଜିଲ୍ଲା କୋରେଇରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା | ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଟ୍ୱିଟର ରେ ଲେଖିଛନ୍ତି, ଯାଜପୁର କୋରେଇ ଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ଦୁର୍ଘଟଣା ଖବର ଅତ୍ୟନ୍ତ ଦୁଃଖଦାୟକ। ଏଥିରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।






More Stories
୧ରୁ ସୁଭଦ୍ରା ନୂଆ ଆବେଦନ…..
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ….
ସରିଲା ଯୁକ୍ତ ୨ ପରୀକ୍ଷା:୪୫ ଦିନ ଭିତରେ ରେଜଲ୍ଟ…..