ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ନମ୍ବର ୱାନ୍ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଇଣ୍ଡିଆ ଟୁଡେ ଦ୍ବାରା କରାଯାଇଥିବା ମୁଡ୍ ଅଫ୍ ଦି ନେସନ ସର୍ଭେରେ ଦେଶରେ କୋଭିଡ୍ ପରିଚାଳନା ପାଇଁ ଏକ ନମ୍ବରରେ ରହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦ୍ବିତୀୟରେ ରହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବ ଶର୍ମା ଓ ତୃତୀୟ ସ୍ଥାନରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ |
ଏହାକୁ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି । ଏହି ରିପୋର୍ଟକୁନେଇ ବିଜେଡିର ଦଳୀୟ କର୍ମୀ ଏବଂ ନେତା କହିଛନ୍ତି ଏହା କିଛି ନୂଆକଥା ନୁହଁ କି ଆଶ୍ଚର୍ଯ୍ୟ ହେବାର କିଛି ନାହିଁ, ଏହା ବାସ୍ତବରେ ସତ । ଦାରିଦ୍ର୍ୟ ଦୂରୀକରଣ ହେଉ କି ମହିଳା ସଶକ୍ତିକରଣ କିମ୍ବା ବିପର୍ଯ୍ୟୟ ପରିଚାଳନା, ସବୁଥିରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ରେକର୍ଡ, ସବୁଥିଲେ ସେ ଶୀର୍ଷରେ ରହିଛନ୍ତି ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……