ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତାକାଲି ଅପରାହ୍ଣ ୪.୩୦ରେ କୋଭିଡ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ରାଜ୍ୟରେ କରୋନା ସ୍ଥିତି ନେଇ ସମୀକ୍ଷା କରିବେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୀକ୍ଷା ବୈଠକରେ ସ୍ବାସ୍ଥ୍ୟ ମନ୍ତ୍ରୀ ଓ ସଚିବଙ୍କ ସହ ପ୍ରମୁଖ ଅଧିକାରୀ ସାମିଲ ହେବେ। ମେଡ଼ିକାଲ କଲେଜ କର୍ତ୍ତୃପକ୍ଷ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ମଧ୍ୟ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ। ବୈଠକରେ ଆଗାମୀ ଦିନ ପାଇଁ କୋଭିଡ ମୁକାବିଲା ରଣନୀତି ପ୍ରସ୍ତୁତ ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..