ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ଟ୍ଵିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ଵିଟ୍ରେ ଲେଖିଛନ୍ତି ଯେ, ନାରୀ ସଶକ୍ତିକରଣ ପାଇଁ ଓଡ଼ିଶା ସବୁବେଳେ ପଦକ୍ଷେପ ନେଇଛି। ବିଭିନ୍ନ କ୍ଷେତ୍ରରେ ମହିଳାଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ଏହା ସହ ମହିଳାଙ୍କ ନେତୃତ୍ଵକୁ ସମ୍ମାନ ଦେବା ପାଇଁ ଆହ୍ଵାନ କରିଛନ୍ତି।






More Stories
୨୨ରୁ ବିଧାନସଭା ଅଧିବେଶନ…….
ଜାତୀୟ ଢାଞ୍ଚାରେ ସୁଦୃଢ଼ ହେବ ରାଜ୍ୟର ବିପର୍ଯ୍ୟୟ ମୁକାବିଲା ବାହିନୀ…..
୧୮ରୁ ଖୋଲିବ ସ୍କୁଲ୍….