ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାଟ୍ରକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଛନ୍ତି । ସୁରୁଖୁରୁରେ ପରୀକ୍ଷା ସମାପନ କରିବା ପାଇଁ ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ସହ ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ପରୀକ୍ଷା କେନ୍ଦ୍ରରେ ଉପଯୁକ୍ତ ସୁରକ୍ଷା ଏବଂ ସୁପରିଚାଳନା ପାଇଁ ପରାମର୍ଶ ଦେଇଛନ୍ତି ସିଏସ୍ । ସମୀକ୍ଷା ବୈଠକରେ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କ ସହ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିବା ଜଣାପଡ଼ିଛି ।






More Stories
ପ୍ରବଳ ବର୍ଷାର ସମ୍ଭାବନା…..
ଆଉ ଜଣେ IPS ଦେଲେ ଇସ୍ତଫା…..
କ୍ରାଇମ ବ୍ରାଞ୍ଚରେ ଏଫ୍ଆଇଆର୍ ହେବ:ମୁଖ୍ୟମନ୍ତ୍ରୀ…..