ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଓଡ଼ିଶା ପୋଲିସ ମହାନିର୍ଦେଶକ (ଡିଜିପି) ନିଯୁକ୍ତିକୁ ନେଇ ଦେଖାଦେଇଥିବା ବିବାଦୀୟ ମାମଲାର ୧୮ ଅଗଷ୍ଟରେ ପରବର୍ତ୍ତୀ ଶୁଣାଣି ହେବ। ଏନେଇ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ଆସନ୍ତା ୧୮ ଅଗଷ୍ଟ ପର୍ଯ୍ୟନ୍ତ ଡିଜିପି ଚୟନ ନେଇ ୟୁନିଅନ୍ ପବ୍ଲିକ୍ ସର୍ଭିସ କମିଶନ (UPSC) କୌଣସି ନିଷ୍ପତ୍ତି ନେଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ୧୮ ଅଗଷ୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..