ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଧାନସଭାରେ ପାରିତ ହେବ ବ୍ୟୟ ମଞ୍ଜୁର ବିଲ୍। ପ୍ରଶ୍ନ କାଳରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଶିଳ୍ପ, ବୟନ ଶିଳ୍ପ, ହସ୍ତତନ୍ତ ଓ ହସ୍ତଶିଳ୍ପ, ଶକ୍ତି ମହିଳା ଓ ଶିଶୁ ବିକାଶ ମିଶନ ଶକ୍ତି ବିଭାଗ ସମ୍ପର୍କରେ ପ୍ରଶ୍ନକାଳରେ ଆଲୋଚନା ରହିଛି। ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଗୃହରେ ଶାସକ ଓ ବିରୋଧୀ ଉଠାଇବେ। ଏହାପରେ ଅର୍ଥମନ୍ତ୍ରୀ ଆଗତ କରିଥିବା ବଜେଟ୍ ସମ୍ପର୍କରେ ଆଲୋଚନା ଆରମ୍ଭ ହେବ। ଷୋଡ଼ଶ ବିଧାନସଭାର ଏହା ଶେଷ ଅଧିବେଶନ ହୋଇଥିବାରୁ, ଅପରାହ୍ନରେ ସମସ୍ତ ବିଧାୟକଙ୍କର ଏକ ଫଟୋ ସେସନ୍ କରାଯିବ ବୋଲି ଜଣାପଡିଛି ।






More Stories
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..
ସମ୍ବଲପୁର ତହସିଲ ଦୁଇ ଭାଗ…..
ନବୀନଙ୍କୁ କାଉଣ୍ଟର କଲେ ଉପମୁଖ୍ୟମନ୍ତ୍ରୀ…..