ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଡ୍ୟାନ୍ସ ବାର୍ ସମ୍ପୂର୍ଣ୍ଣ ବନ୍ଦ ହେବ । ଏନେଇ ଆଜି ବିଧାନସଭାରେ ଉତ୍ତର ରଖି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ଓଡିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ। ସ୍କୁଲ, କଲେଜ, ମନ୍ଦିର ପାଖରେ ମଦ ଦୋକାନ ରହିବ ନାହିଁ । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ ରହିବ ମଦ ଦୋକାନ । ଚୋରା ମଦ କାରବାର ନେଟୱର୍କର ମୂଳୋତ୍ପାଟନ ହେବ।






More Stories
ଏଣିକି ବର୍ଷକୁ ୪ଟି ପରୀକ୍ଷା…..
ରାଜ୍ୟରେ ୨୦ଲକ୍ଷ ଭୋଟରଙ୍କ ନାଁ କଟିଲା…..
ବଢ଼ୁଛି ନଦୀମାଙ୍କର ଜଳସ୍ତର…..