ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ହେଉଛି ପବିତ୍ର ଦୋଳ ପୂର୍ଣ୍ଣିମା | ପବିତ୍ର ଦୋଳ ଓ ହୋଲି ଉତ୍ସବ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କର ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନିଜ ଟୁଇଟରରେ ଲେକଇଛନ୍ତି, ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁ ଶ୍ରୀ ଦୋଳଗୋବିନ୍ଦଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।






More Stories
ମୁଖ୍ୟମନ୍ତ୍ରୀଙ୍କୁ ସୁଆଦ ବିଞ୍ଝାରପୁର ଦେଶୀଗାଈ କ୍ଷୀର…..
ସାଢ଼େ ୬ ଘଣ୍ଟା ପରେ ନଦୀରୁ ବାହାରିଲା କାର……
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..