ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଲୋକସେବା ଭବନରେ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ଅପରାହ୍ଣ ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ| ନବୀନଙ୍କ ପଞ୍ଚମପାଳିର ଦ୍ବିତୀୟ ଦଫାରେ ଶପଥ ନେଇଥିବା ନୂତନ ମନ୍ତ୍ରୀଗଣଙ୍କୁ ରାଜ୍ୟର ବିକାଶ ପାଇଁ ଗୁରୁମନ୍ତ୍ର ଦିଆଯିବ। ଆସନ୍ତା ୨୦୨୪ରେ ସାଧାରଣ ନିର୍ବାଚନ ଥିବା ଦୃଷ୍ଟିରୁ ନୂତନ ମନ୍ତ୍ରିମଣ୍ଡଳର ଏହି ପ୍ରଥମ ମନ୍ତ୍ରିପରିଷଦ ବୈଠକ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଉଛି।






More Stories
ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ…..
ଡାଲମା ହାଣ୍ଡିରେ ବିଷାକ୍ତ ସାପ,୩୦ ଅସୁସ୍ଥ …..
‘ଏସ୍ଓପି’ ନ ମାନିଲେ ଦରମା ବନ୍ଦ…..