ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ଆଇଏଏସ ସ୍ତରରେ ଏକ ଛୋଟଧରଣର ବଦଳି କରିଛନ୍ତି | ଗଜପତିର ନୂଆ ଜିଲ୍ଲାପାଳ ଭାବେ ସ୍ମୃତି ରଞ୍ଜନ ପ୍ରଧାନଙ୍କୁ ଦାୟିତ୍ୱ ମିଳିଥିବାବେଳେ ଜିଲ୍ଲାପାଳ ଥିବା ଲିଙ୍ଗରାଜ ପଣ୍ଡାଙ୍କୁ ସାମାଜିକ କଲ୍ୟାଣ ସହ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି |
More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….