ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୮ ତାରିଖକୁ ସରକାରୀ ଛୁଟିଦିନ ଭାବେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ‘ପ୍ରୋଫେଟ ମହମ୍ମଦଙ୍କ ଜୟନ୍ତୀ’ ଅବସରରେ ସରକାରଙ୍କ ତରଫରୁ ଏହି ନିଷ୍ପତ୍ତି ନିଆଯାଇଛି । ୨୯ ତାରିଖ ଶୁକ୍ରବାର ବଦଳରେ ୨୮ ତାରିଖ ଗୁରୁବାର ପାଇଁ ଏହି ଛୁଟି ଘୋଷଣା କରାଯାଇଛି । ତେଣୁ ଗୁରୁବାର ଦିନ ରାଜ୍ୟର ସରକାରୀ ଅଫିସ, ରାଜସ୍ୱ ଓ ଅଦାଲତୀ କୋର୍ଟ (କାର୍ଯ୍ୟନିର୍ବାହୀ) ବନ୍ଦ ରହିବ । ଏନେଇ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..