ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ଆଜି ୨୯ଜଣ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି । ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଓଏଏସ୍ ରୋଶନ ଶତପଥୀଙ୍କୁ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଓଏସଡି ଭାବେ ବଦଳି କରାଯାଇଛି । ମହିଳା ଓ ଶିଶୁବିକାଶ ବିଭାଗର ଅନୁସଚିତ ଜନ୍ମେଜୟ ସାହୁଙ୍କୁ ଗ୍ରାମ୍ୟ ଉନ୍ନୟନ ଓ ପଂଚାୟତିରାଜ ବିଭାଗର ମନ୍ତ୍ରୀ ରବି ନାଏକଙ୍କ ଓଏସଡି ଭାବେ ବଦଳି ହୋଇଛି । ସେହିପରି ଅନ୍ୟ ଓଏଏସ୍ ଅଫିସରମାନଙ୍କୁ ବିଭିନ୍ନ ସ୍ଥାନରେ ବିଡିଓ ଓ ତହସିଲଦାର ଭାବେ ବଦଳି ହୋଇଛି । ଏନେଇ ବିଧିବଦ୍ଧ ବିଜ୍ଞପ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଛି ।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..