Report Card Odisha

| Daily Odia News

ବଦଳିବ ରିଲିଫ୍‌ର ନାଁ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ ରିଲିଫ୍‌ ନୁହେଁ, ଏହାକୁ ବିପର୍ଯ୍ୟୟ ଅଧିକାର ରାଶି କୁହାଯିବ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଥିବା ମନ୍ତ୍ରୀ କହିଛନ୍ତି।

Breaking News