ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ୨୬ତମ ରାଜ୍ୟ କ୍ୟାବିନେଟ ବୈଠକରେ ୫ଟି ବିଭାଗର ୫ଟି ପ୍ରସ୍ତାବ ଅନୁମୋଦିତ ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଗୃହ ଓ ନଗର ଉନ୍ନୟନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ବାଣିଜ୍ୟ ଓ ପରିବହନ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରୁ ଗୋଟିଏ ଲେଖାଏଁ ପ୍ରସ୍ତାବ ଆଲୋଚନା ପରେ ଅନୁମୋଦନ ପାଇଛି।






More Stories
ଭୁବନେଶ୍ୱରରେ ଭାରତୀୟ ସ୍ଥଳସେନା ମୁଖ୍ୟ…..
ମଦ ଦୋକାନ ପାଇଁ ହେବ ଲଟେରୀ….
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..