ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସରକାର ରାଜ୍ୟର ଶିକ୍ଷାକୁ ଗୁରୁତ୍ୱ ଦେଇଛନ୍ତି | ତେଣୁ ରାଜ୍ୟରେ ଆଜି ଆଉ ୬୮୯୧ ଶିକ୍ଷକଙ୍କୁ ନିଯୁକ୍ତି ମିଳିବ। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କଳିଙ୍ଗ ଷ୍ଟାଡିୟମରେ ଓରିଏଣ୍ଟେସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ନବ ନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବା ସହ ଉଦ୍ବୋଧନ ଦେବେ । ଶିକ୍ଷକଙ୍କ ମଧ୍ୟରେ କଳା, ବିଜ୍ଞାନ, ପିଇଟି ଓ ଅନ୍ୟାନ୍ୟ ବିଭାଗର ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରାଯିବ ।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..