ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସ୍ଥିତି ଓ ଅଂଶୁଘାତ ନେଇ ଆଜି ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ସେ କହିଛନ୍ତି ଓଡିଶାରେ ନିୟନ୍ତ୍ରଣ ଅଛି କରୋନା ସ୍ଥିତି। କରୋନା ନିୟମକୁ ମାନିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି । ଟେଷ୍ଟିଂ ସବୁ ସ୍ଥାନରେ ହେବା ସହ ସ୍ଥିତି ଉପରେ ନଜର ରଖାଯାଇଛି । ତେବେ ଅଂଶୁଘାତକୁ ନେଇ ମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଅଂଶୁଘାତକୁ ନେଇ ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା ସରିଛି । ସିଡିଏମଓଙ୍କ ସହ ଆଲୋଚନା କରି ଜିଲ୍ଲାପାଳମାନେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି ।






More Stories
ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କବାଦୀ…..
ଅବହେଳା କଲେ ନାମଲେଖା ବନ୍ଦ…..
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..