ରିପୋର୍ଟ କାର୍ଡ / କଟକ
ଓଡ଼ିଶା ହାଇକୋର୍ଟ ପାଇଁ ୪ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିଛି। ୨ଜଣ ବାର୍ ଆସୋସିଏଶନ୍ରୁ ଥିବା ବେଳେ ୨ ଜୁଡିସିଆଲ ଅଫିସର ଅଛନ୍ତି। ତେବେ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର, ମୃଗାଙ୍କ ଶେଖର ସାହୁ, ଜୁଡିସିଆଲ ଅଫିସର ରାଧାକୃଷ୍ଣ ପଟ୍ଟନାୟକ ଏବଂ ଶଶିକାନ୍ତ ମିଶ୍ର ବିଚାରପତି ହୋଇଛନ୍ତି। ଏହି ୪ ନାମକୁ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି।






More Stories
ରାଜ୍ୟରେ ଆଜିଠୁ ଏସ୍ଆଇଆର୍…..
ଚନ୍ଦ୍ରଶେଖରପୁରରେ ଯୁବକଙ୍କ ମୃତ୍ୟୁ: ଥାର୍ ଚଢାଇ ହତ୍ୟା!…..
ଖଣି ନିଲାମ ପ୍ରକ୍ରିୟା ଆରମ୍ଭ…..