ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ହଜାର ହଜାର ଲୋକଙ୍କ ଉପସ୍ଥିତିରେ ରାଜ୍ୟପାଳ ରଘୁବର ଦାସଙ୍କ ଠାରୁ ଶ୍ରୀ ମୋହନ ମାଝୀ ପଦ ଓ ଗୋପନୀୟତାର ସହିତ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ଗ୍ରହଣ କରିଛନ୍ତି। କ୍ୟାବିନେଟ୍ ମନ୍ତ୍ରୀ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ, ବିଭୂତି ଜେନା, ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ବାଇଁ ମଧ୍ୟ ଶପଥ ଗ୍ରହଣ କରିଛନ୍ତି।







More Stories
ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…..
ଅବକାରୀ ବିଭାଗର ନୂଆ ଗାଇଡଲାଇନ……
ରାଜ୍ୟ କ୍ୟାବିନେଟ୍ ବୈଠକ…..