ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜିପ କଲେଜ ଛାତ୍ରୀ ରୁଚିକାଙ୍କୁ ନ୍ୟାୟ ଦାବିରେ ଆଜି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ରୁଚିକାଙ୍କ ଆତ୍ମହତ୍ୟା ପାଇଁ ଦାୟୀ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଆଜି ରା଼ସ୍ତାକୁ ଓହ୍ଳାଇଛି ନବନିର୍ମାଣ ଯୁବଛାତ୍ର ସଂଗଠନ । ଆଜି ସକାଳ ୬ଟାରୁ ସନ୍ଧ୍ୟା ସଂଧ୍ୟା ୬ଟା ବନ୍ଦ ପାଳନ ଡାକରା ଦିଆଯାଇଛି। ଏହି ସମୟରେ ଶାନ୍ତିପୂର୍ଣ୍ଣ ଭାବେ ପିକେଟିଂ କରାଯିବ । ବନ୍ଦ ପାଳନ ସମୟରେ ସମୟରେ ଗାଡ଼ି ମୋଟର, ଟ୍ରେନ୍ ଚଳାଚଳ ବନ୍ଦ ସାଙ୍ଗକୁ ଦୋକାନବଜାର ବନ୍ଦ ରଖିବାକୁ ନିବେଦନ କରିଛି ସଂଗଠନ । ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛି ଛାତ୍ର କଂଗ୍ରେସ ।






More Stories
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ…..
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ…..
ପ୍ରବଳ ବର୍ଷା ସମ୍ଭାବନା…..