ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦିଲ୍ଲୀ ଗଣତନ୍ତ୍ର ଦିବସ ପରେଡରେ ସାମିଲ ହୋଇଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ ପ୍ରଥମ ସ୍ଥାନ ଅଧିକାର କରିଛି। ବିଚାରକ ମଣ୍ଡଳୀ ଓଡ଼ିଶାର ପ୍ରଜ୍ଞାପନ ମେଢକୁ ପ୍ରଥମ ସ୍ଥାନ ଦେଇଛନ୍ତି। ଓଡ଼ିଶା ତଳେ ଗୁଜରାଟ ଦ୍ୱିତୀୟରେ ଓ ତାମିଲ୍ନାଡୁ ତୃତୀୟରେ ରହିଛି। ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଓଡ଼ିଶାର ପ୍ରଜ୍ଞାପନ ମେଢରେ ପ୍ରଦର୍ଶିତ ଥିଲା ଓଡ଼ିଶାର କଳା, ସଂସ୍କୃତି, ନାରୀ ସଶକ୍ତିକରଣ ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..