ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ। ରାଜ୍ୟରେ ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଚିଠି ଲେଖି ଦାବିକରିଛନ୍ତି | ପୁରୀରୁ ରାୟପୁର, ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଓ ଭୁବନେଶ୍ୱରରୁ ହାଇଦ୍ରାବାଦକୁ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ କହିଛନ୍ତି | ସୂଚନାଯୋଗ୍ୟ, ଆଜି ହାୱଡ଼ା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଟ୍ରାଏଲ ଚଳାଚଳ ହୋଇଛି। ଆଜି ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି।






More Stories
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ….