ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ ନେଇ ସରକାର ସମସ୍ତ ପ୍ରକାର ସାହାଯ୍ୟ,ସହଯୋଗ ଯୋଗାଇ ଦେବେ ବୋଲି ସେ କହିଛନ୍ତି। ଫାର୍ମା ସମ୍ମିଳନୀରେ ମୋଟ ୪୨ଟି ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ଏହାଦ୍ୱାରା ମୋଟ ୩୮,୪୦୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..