ରିପୋର୍ଟ କାର୍ଡ / ନୂଆଦିଲ୍ଲୀ / ଭୁବନେଶ୍ୱର
ବିପର୍ଯ୍ୟୟ ପରିଚାଳନାରେ ଉତ୍କର୍ଷତା ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷକୁ ମିଳିଛି ମର୍ଯ୍ୟାଦାଜନକ ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର-୨୦୨୩। ଶୁକ୍ରବାର ଦିନ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ଜାତୀୟ ବିପର୍ଯ୍ୟୟ ବିପଦ ପ୍ରଶମନ ମଞ୍ଚର ତୃତୀୟ ଅଧିବେଶନକୁ ଉଦ୍ଘାଟନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା କୁ ‘ସୁବାସ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ’ ପୁରସ୍କାର ପ୍ରଦାନ କରିଛନ୍ତି । ଏହି ଅବସରରେ ବାତ୍ୟା ସମୟରେ ଓଏସଡିଏମଏର ଉଦ୍ଧାର କାର୍ଯ୍ୟକୁ ପ୍ରଧାନମନ୍ତ୍ରୀ ଉଚ୍ଚ ପ୍ରଶଂସା କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏହି ପୁରସ୍କାର ଗ୍ରହଣ କରିଛନ୍ତି।






More Stories
ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା…..
ବିଜେଡିରେ ସୁଜାତା ସାମିଲ;ବିଜେଡି ୨ ଫାଳ!….
ମାଗଣା ମିଳିବ ସ୍କୁଲ୍ ବ୍ୟାଗ୍……