ରିପୋର୍ଟ କାର୍ଡ / ସମ୍ବଲପୁର
ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢିବାରେ ଲାଗିଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ସମ୍ବଲପୁର ଜିଲ୍ଲାରେ ସକାଳୁଆ ଅଫିସ ଆରମ୍ଭ ହୋଇଛି। ଏ ନେଇ ନିର୍ଦେଶନାମା ଜାରି କରିଛନ୍ତି ସମ୍ବଲପୁର ଜିଲ୍ଲାପାଳ। ଆଜିଠୁ ସକାଳୁ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅଫିସ କାର୍ଯ୍ୟ ହେବ। ଏହି ସମୟ ମଧ୍ୟରେ କୌଣସି ଲଞ୍ଚ ବ୍ରେକ୍ ରହିବ ନାହିଁ ବୋଲି ନିର୍ଦେଶନାମାରେ ଉଲ୍ଲେଖ ରହିଛି। ମୁଣ୍ଡଫଟା ଖରାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି।





More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..