ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଜେଇଇ ୨୦୨୨ ପାଇଁ ଅନ୍ଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ୍ ପ୍ରଥମରୁ ଦ୍ୱିତୀୟ ସପ୍ତାହ ମଧ୍ୟରେ ପରୀକ୍ଷା ହେଇପାରେ ବୋଲି ସୂଚନା ରହିଛି। ତେବେ ପରୀକ୍ଷା ପାଇଁ ମାର୍ଚ୍ଚ ୧୪ରୁ ଏପ୍ରିଲ ୧୩ ଯାଏ ଆବେଦନ କରିପାରିବେ ଛାତ୍ରୀଛାତ୍ର।
More Stories
‘ବିକଶିତ ଗାଁ,ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ….
ବସ୍ତି ଭିତରକୁ ପଶିଗଲା ମାଲଗାଡ଼ି ଟ୍ରେନ୍…..
୫ ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ…..