ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE) ରେଜଲ୍ଟ ପ୍ରକାଶ ପାଇଛି । ୬୫ ହଜାର ୭୪୨ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ୫୬ହଜାର ୪୭ ଜଣ ରାଙ୍କ ପାଇଛନ୍ତି। ବି.ଫାର୍ମାରେ ସାଗରିକା ଦାଶ ଟପ୍ପର ହୋଇଥିବା ବେଳେ ଏମ୍. ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର ହୋଇଛନ୍ତି। ସେହିପରି ଏଲ୍ଇ. ଟେକ୍ (ଡିପ୍ଲୋମା)ରେ ବିଲ୍ଟୁ ମଣ୍ଡଳ ଟପ୍ପର ହୋଇଥିବା ବେଳେ ଏମ୍ବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି , ସିଭିଲ୍ ଇଂଜିନିୟରିଂ ରବୀନ୍ଦ୍ର ସାହୁ ଓ MCA/M.SC (କମ୍ପୁଟର ସାଇନ୍ସ)ରେ ବ୍ରହ୍ମାନନ୍ଦ ମହାରଣା ଟପ୍ପର ହୋଇଛନ୍ତି। ଛାତ୍ରଛାତ୍ରୀମାନେ WWW.OJEE.NIC.IN/ODISHAJEE.COMରେ ନିଜର ପରୀକ୍ଷା ଫଳ ଦେଖି ପାରିବେ।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….