ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ଜୁଲାଇ ୪ ତାରିଖରୁ ଆରମ୍ଭ ହେବ OJEE-୨୦୨୨ ପରୀକ୍ଷା | ୮ ତାରିଖରେ OJEE ପରୀକ୍ଷା ଶେଷ ହେବ । ସକାଳ ୯ଟାରୁ ପ୍ରତିଦିନ ୩ଟି ସିଫ୍ଟରେ ପରୀକ୍ଷା ହେବ ବୋଲି ସୂଚନା ମିଳିଛି। ଜୁଲାଇ ୪ରେ ୩ଟି ଯାକ ସିଫ୍ଟରେ ଲାଟେରାଲ୍ ଏଣ୍ଟ୍ରି ଡିପ୍ଲୋମା ପରୀକ୍ଷା ହେବ। ଜୁଲାଇ ୫ର ୧ମ ଓ ୨ୟ ସିଫ୍ଟରେ MCA/M.Sc ପରୀକ୍ଷା ହେବ । ଜୁଲାଇ ୫ର ୩ୟ ସିଫ୍ଟରେ M.Tech, M.Arch, M.Pharm, B.CAT ପରୀକ୍ଷା ହେବ । ୬ ତାରିଖର ପ୍ରଥମ ୨ଟି ସିଫ୍ଟରେ MBA ଓ ୨ୟ ସିଫ୍ଟରେ ଇଣ୍ଟିଗ୍ରେଟେଡ୍ MBA ପରୀକ୍ଷା ହେବ । ଶେଷରେ ୮ ତାରିଖରେ କେବଳ ୧ମ ଓ ୨ୟ ସିଫ୍ଟରେ B.pharm ପ୍ରବେଶିକା ପରୀକ୍ଷା ହେବ ବୋଲି ଜଣାଯାଇଛି।






More Stories
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ ସୂଚନା…..