ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ରେଜଲ୍ଟ। ପୂର୍ବାହ୍ନ ୧୧ଟାରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଆନୁଷ୍ଠାନିକ ଭାବେ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ୪୮,୮୧୫ ଛାତ୍ରଛାତ୍ରୀ ଓଜେଇଇ ପରୀକ୍ଷା ଦେଇଥିବା ବେଳେ ୪୮,୭୮୩ ଜଣ ପାଇଲେ ରାଙ୍କ ପାଇଛନ୍ତି। ବି-ଫାର୍ମରେ ସୌରଭ କୁମାର ପତି ଟପ୍ପର ହୋଇଛନ୍ତି। ସେହିପରି ଏମବିଏରେ ସତ୍ୟଜିତ ସାହୁ ଓ ଏମସିଏରେ ଅପୂର୍ବ ନାୟକ ଟପ୍ପର ହୋଇଛନ୍ତି।






More Stories
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..
୭ରେ ଓଡ଼ିଶା ଆସିବେ ଅମିତ ଶାହ…..