ରିପୋର୍ଟ କାର୍ଡ / ଭୁବନେଶ୍ୱର
ଲୋକସଭା ବାଚସ୍ପତି ଓମ୍ ବିର୍ଲା ଓ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି।ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ। ଶ୍ରୀ ବିର୍ଲା ଏହି ଅବସରରେ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ ଏବଂ ଏକ ସ୍ମରଣିକାକୁ ମଧ୍ୟ ଉନ୍ମୋଚନ କରିବେ।।






More Stories
କାଳବୈଶାଖୀ ସମ୍ଭାବନା…..
ଇସ୍ତଫା ଦେଲେ ସସ୍ମିତ ପାତ୍ର…..
ଓଏଏସ୍ ସ୍ତରରେ ଅଦଳବଦଳ…..