ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଓମଫେଡ୍ କ୍ଷୀର ଦର ବଢିଛି । ଓମଫେଡ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ପାଇଛି । ଏହାଦ୍ୱାରା ୫ଶହ ମିଲିଲିଟର କ୍ଷୀରର ଦାମ ୨୩ ଟଙ୍କାରୁ ବଢି ୨୪ ଟଙ୍କାରେ ବିକ୍ରି କରାଯାଉଛି । ଚାଷୀଙ୍କ ଦାବି ଓ ଦୁଗ୍ଧ ଉତ୍ପାଦନ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ଦାମ ବଢାଯାଇଥିବା ସଂସ୍ଥା ପକ୍ଷରୁ କୁହାଯାଇଛି । ଓମଫେଡ୍ ଗୋଲ୍ଡ ଓ ପ୍ରିମିୟମ କ୍ଷୀରର ଦର ୫ଶହ ମିଲିଲିଟରକୁ ୨୪ ଟଙ୍କା ରଖାଯାଇଥିବା ବେଳେ, ଟୋନଡ୍ କ୍ଷୀରର ମୂଲ୍ୟ ୨୧ଟଙ୍କା ରଖାଯାଇଛି । ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ସତ୍ତ୍ୱେ ଦୁଇବର୍ଷ ହେଲା ଦର ବୃଦ୍ଧି କରାଯାଇ ନ ଥିବା ସଂସ୍ଥା ପକ୍ଷରୁ କୁହାଯାଇଛି । ଓମଫେଡ୍ ଗୋଲ୍ଡ ଓ ପ୍ରିମିୟମ କ୍ଷୀରର ଦର ୫ଶହ ମିଲିଲିଟରକୁ ୨୪ ଟଙ୍କା ରଖାଯାଇଥିବା ବେଳେ, ଟୋନଡ୍ କ୍ଷୀରର ମୂଲ୍ୟ ୨୧ଟଙ୍କା ରଖାଯାଇଛି । ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ସତ୍ତ୍ୱେ ଦୁଇବର୍ଷ ହେଲା ଦର ବୃଦ୍ଧି କରାଯାଇ ନ ଥିବା ସଂସ୍ଥା ପକ୍ଷରୁ କୁହାଯାଇଛି ।
More Stories
ଆଜି କାଳବୈଶାଖୀ.…
ସାଙ୍ଗର ଠେଙ୍ଗା ମାଡରେ ସାଙ୍ଗର ମୃତ୍ୟୁ……
ସାଢେ ୧୧ ଟା ଯାଏଁ ଗୃହ ମୁଲତବୀ……