ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି | ଆଜି ସୁଦ୍ଧା ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ଏଯାବତ ମୋଟ ୨୧୩୫ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ମହାରାଷ୍ଟ୍ରରେ ୬୫୩,ଦିଲ୍ଲୀରେ ୪୬୪,କେରଳରେ ୧୮୫ , ରାଜସ୍ଥାନରେ ୧୭୪, ଗୁଜରାଟରେ ୧୫୪, ତାମିଲନାଡୁରେ ୧୨୧ ଥିବା ବେଳେ ଓଡିଶାରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ରହିଛି।






More Stories
ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ…..
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..
“ଆଜି,ଭାରତ ଏକ ସ୍ଥିର ସରକାର ସହିତ ବିଶ୍ୱ ସ୍ତରରେ ପ୍ରଗତି କରୁଛି……