ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ସକାଳ ସାଢ଼େ ୭ଟାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲାଯିବ। ନନ୍ଦନକାନନ ଉପନିର୍ଦ୍ଦେଶକ ସନଥ କୁମାର ଏହି ସୂଚନା ଦେଇ କହିଛନ୍ତି ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନ୍ ସକାଳ ସାଢ଼େ ୭ଟାରୁ ଖୋଲି ସାଢ଼େ ୫ଟାରେ ବନ୍ଦ ହେବ। ତେବେ ପ୍ରତି ସୋମବାର ନନ୍ଦନକାନନ ପୂର୍ବଭଳି ବନ୍ଦ ରହିବ।






More Stories
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ ସୂଚନା…..