ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡିଶା ଲୋକସେବା ଆୟୋଗ (ଓପିଏସ୍ସି) ଓଡିଶା ସିଭିଲ୍ ସର୍ଭିସେସ୍ ପ୍ରିଲିମିନାରୀ ପରୀକ୍ଷା ୨୦୨୧ ପାଇଁ ପ୍ରଥମ ତାରିଖ ଘୋଷଣା କରିଛି। ଏହି ପରୀକ୍ଷା ଅକ୍ଟୋବର ୧୬, ୨୦୨୨ ରେ ଅନୁଷ୍ଠିତ ହେବ। ଓପିଏସ୍ସି ପକ୍ଷରୁ ଏହାର ଅଫିସିଆଲ ୱେବସାଇଟ୍ରେ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଅଧ୍ୟକ୍ଷ ସତ୍ୟଜିତ୍ ମହାନ୍ତି ମଧ୍ୟ ଗୁରୁବାର ଏକ ଟ୍ୱିଟରରେ ଏହା ବିଷୟରେ ସୂଚନା ଦେଇଛନ୍ତି।






More Stories
ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା…..
TET କ୍ଲିୟର କରିବାକୁ ନିର୍ଦ୍ଦେଶ…..
ଗ୍ୟାସ୍ ଟ୍ରାଜେଡି:ଓଡିଆ ଶ୍ରମିକଙ୍କ ମୃତ୍ୟୁ ସଂଖ୍ୟା ୭ କୁ ବୃଦ୍ଧି,୧୦ ଲକ୍ଷ ସହାୟତା ରାଶି ଘୋଷଣା…..